Masthead

ମୁଖ୍ୟମନ୍ତ୍ରୀ ପଦକ ପାଇଁ ନାମ ଘୋଷିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ପଦକ ପାଇଁ ନାମ ଘୋଷିତ । ବିଭାଗର ସୁପାରିଶ କ୍ରମେ ନାଁ ଘୋଷଣା କଲା ରାଜ୍ୟ ଗୃହ ବିଭାଗ । ତଦନ୍ତ କ୍ଷେତ୍ରରେ ଉତ୍କର୍ଷତା ପାଇଁ ଘୋଷଣା ହେଲା ମୁଖ୍ୟମନ୍ତ୍ରୀ ପଦକ । ୫ଟି ଅଧୀନରେ ମୁଖ୍ୟମନ୍ତ୍ରୀ ପଦକ ପାଇବାକୁ ୬୪ଜଣ ମନୋନିତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ପଦକ ପାଇବା ପାଇଁ କ୍ରାଇମ ବ୍ରାଞ୍ଚ, ଏସଟିଏଫ୍, ଇଓଡବ୍ଲ୍ୟୁ, ଭିଜିଲାନ୍ସ, ଜିଲ୍ଲା ପୋଲିସରୁ ମନୋନୀତ ହୋଇଛନ୍ତି । ଗୃହ ବିଭାଗ ଏସସିଏସ୍ଙ୍କ ଅଧୀନରେ ଗଠିତ ହୋଇଥିଲା କମିଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ