Masthead

ପ୍ରଶାସନର ଦାଦାଗିରି, ଦଳିତ ଘେରିଲେ ତହସିଲ ଅଫିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୮୦ ଏକର ଜମିପଟାକୁ ଜାଲିଆତି କରି ଲୁଟି ନେଲେ ଜିଲ୍ଲା ପ୍ରଶାସନ । ଦଳିତ ପରିବାରଙ୍କ କଲେ ତହସିଲ ଅଫିସ ଘେରାଉ। ଦଳିତ ପରିବାରଙ୍କ ଜମି ପଟାକୁ ଜାଲିଆତି କରି ମୋଟା ଅଙ୍କର ଅର୍ଥ ଉପାର୍ଜନ କରି ରାତାରାତି ମାଲାମାଲ ହେଉଛନ୍ତି ପ୍ରଶାସନ। ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ବାରଙ୍ଗ ତହସିଲ ଅଧୀନସ୍ତ ବିଦ୍ୟାଧରପୁର ମୌଜାରେ ।

ଦଳିତ ପରିବାରଙ୍କ ଜମି ପଟାକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରୁଛନ୍ତି। ଏ ନେଇ ଦଳିତ ପରିବାର ଲୋକେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଦ୍ୱାରାସ୍ତ ହୋଇଥିଲ । ଦଳିତଙ୍କ ଜମି ଫେରାଇ ଦେବା ପାଇଁ ନିର୍ଦେଶ ଦେଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଫେରାଇ ଦିଆଯାଇ ନାହିଁ । ଆଜି ମହିଳା ଓ ପୁରୁଷମାନେ ବାରଙ୍ଗ ତହସିଲ ଅଫିସି ଘେରାଉ କରିବା ସହ ସେମାନଙ୍କ ଜମି ତାଙ୍କୁ ଫେରାଇ ଦେବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ