Masthead

ବର୍ଷା ନାହିଁ, ମାଟି ଫାଟି ଆଁ କଲାଣି

ନୂଆପଡା (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତିକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଲା ଜୟ କିଷାନ ସଂଗ୍ରାମ ପରିଷଦ। କୁରୁମପୁରୀ ଠାରୁ ନୂଆପଡ଼ାକୁ ପଦଯାତ୍ରା କଲେ ହଜାର ହଜାର ଚାଷୀ। ନୂଆପଡ଼ାରେ ବର୍ଷା ନାହିଁ, ମାଟି ଫାଟି ଆଁ କଲାଣି । ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ଗଲାଣି। ଆଗକୁ ପଶ୍ଚିମ ଓଡିଶାର ବଡ଼ ପର୍ବ ନୂଆଖାଇ।

ହେଲେ ଚାଷୀ ହତାଶ। ସମ୍ପୂର୍ଣ୍ଣ ମରୁଡି ଘୋଷଣା ଓ ଋଣ ଛାଡ, ସାରର କଳାବଜାରୀକୁ ନେଇ ଜୟ କିଷାନ ସଂଗ୍ରାମ ପରିଷଦର ଆନ୍ଦୋଳନକୁ ଓହ୍ଲାଇଛି । ସରକାର ନ ଶୁଣିଲେ ଆନ୍ଦୋଳନ ନବୀନ ନିବାସ ପର୍ୟ୍ୟନ୍ତ ଯିବ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନର ଆବାହକ ଯଦୁମଣି ପାଣିଗ୍ରାହୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ