Masthead

ତହସିଲ ଘେରିଲେ ଆଦିବାସୀ

ବାଣପୁର (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ଜମି ପଟ୍ଟା ପ୍ରଦାନରେ ଅବହେଳାକୁ ନେଇ ବାଣପୁର ତହସିଲ ଘେରିଲା ଆଦିବାସୀ। ଏଭଳି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଆାଦୀବାସୀ ପଂଚାୟତରେ । ନୀଳାଦ୍ରୀ ପ୍ରସାଦ ଓ ଦାମିଆ ବରବରାର ଶତାଧିକ ଆଦିବାସୀ ମହିଳା ପୁରୁଷ ନିଜ ଦାବିପାଇଁ ତହସିଲ ଅଫିସ ଘେରାଉ କରିଥିଲେ। ୨୦୦୬ ଜଙ୍ଗଲ ଅଧିକାର ଆଇନ ଅନୁସାରେ ଆଦିବାସୀ ମାନଙ୍କୁ ସରକାର ” ଜଙ୍ଗଲ-ଜମି-ପଟ୍ଟା” ପ୍ରଦାନ କରାଯିବ ପାଇଁ ଆଇନ ପ୍ରଣୟନ କରିଥିଲେ ।

କିଛିମାତ୍ରାରେ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଥିବାବେଳେ ସେଥିରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ଦେଖାଯାଇଛି । ଯାହାଫଳରେ ଆଦିବାସୀମାନେ ସେମାନଙ୍କର ଜାତିଗତ ସାର୍ଟିଫିକେଟରେ ପାଇବାରୁ ବଂଚିତ ହୋଇଛନ୍ତି । ସାର୍ଟିଫିକେଟ ଦେବାରେ ବିଳମ୍ବିତ ହେବାରୁ ଅତିଷ୍ଠ ହୋଇ  ମଙ୍ଗଳବାର ସନ୍ଧ୍ୟାରେ ତହସିଲ ଅଫିସ ସମ୍ମୁଖରେ ଧାରଣା ଓ ପ୍ରତିବାଦ ଜଣାଇ ଥିଲେ। ତହସିଲଦାରଙ୍କ ଦୃଢକ୍ତି ଜିଲ୍ଲାପାଳଙ୍କ ସହ ଏ ସମ୍ବନ୍ଧରେ ଯଥାଶିଘ୍ର କଥାହୋଇ ଏହାର ସମାଧାନ ଯଥାଶିଘ୍ର କରିବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ