Masthead

ପରକୀୟା ପ୍ରୀତିର କରୁଣ ପରିଣତି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ପରକିୟା ପ୍ରୀତିର କରୁଣ ପରିଣତି। ରାୟଗଡ଼ାରେ ଯୁବକଙ୍କୁ ନିର୍ମମ ହତ୍ୟା । ମୃତ ଯୁବକଙ୍କ ନା ବି ରାଜୁ ବୋଲି ଜଣା ପଡ଼ିଛି । ଏହି ଘଟଣାରେ ପୋଲିସ ଜଣକୁ ଅଟକ ରଖି ପଚରା ଉଚରା ଚଳାଇଛି । ରାଜୁଙ୍କ ସହ ଏକ ଯୁବକଙ୍କ ଗତ ରାତିରେ ଝଗଡା ହୋଇଥିଲା ।

ଏହାପରେ କିଛି ଜଣ ମିଳିତ ଭାବେ ରାଜୁଙ୍କୁ ଆକ୍ରମଣ କରିଥିଲେ । ଫଳରେ ଆକ୍ରମଣ ସ୍ଥାନରେ ହିଁ ରାଜୁଙ୍କ ମୃତ୍ୟୁ ହୋଇଥିଲା । ଖବର ପାଇ ସାଇଣ୍ଟିଫକ ଟିମ ସହ ପୋଲିସ ଘଟଣାସ୍ଥଳରେ ପହଁଚି ଅଧିକ ତଦନ୍ତ ଚଳାଇଛି । ହତ୍ୟାକାଣ୍ଡରେ ଜଡ଼ିତ ଅନ୍ୟ ମାନଙ୍କୁ ଶିଘ୍ର ଧରାଯିବ ବୋଲି ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୨ରୁ ରାଜ୍ୟରେ ପ୍ରବଳ ବର୍ଷା 🔴 ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍, ଥାନାରେ ଏତଲା 🔴 ଉତ୍କଳ ୟୁନିଭର୍ସିଟିର ପ୍ରଶ୍ନପତ୍ର ପ୍ରଘଟ,୧୦୦କୁ ୧୦୦ ମେଳ ଖାଇଲା ପ୍ରଶ୍ନପତ୍ର! 🔴 ମମତାଙ୍କୁ ମିଳିଲା ଫୁଟବଲ୍ ଖେଳାଳି ଚିହ୍ନ 🔴 ଦିଲ୍ଲୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ 🔴 କାଲି ରାତିରୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ୨୨ରୁ ରାଜ୍ୟରେ ପ୍ରବଳ ବର୍ଷା 🔴 ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍, ଥାନାରେ ଏତଲା 🔴 ଉତ୍କଳ ୟୁନିଭର୍ସିଟିର ପ୍ରଶ୍ନପତ୍ର ପ୍ରଘଟ,୧୦୦କୁ ୧୦୦ ମେଳ ଖାଇଲା ପ୍ରଶ୍ନପତ୍ର! 🔴 ମମତାଙ୍କୁ ମିଳିଲା ଫୁଟବଲ୍ ଖେଳାଳି ଚିହ୍ନ 🔴 ଦିଲ୍ଲୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ 🔴 କାଲି ରାତିରୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ