ଗଣେଶ ପୂଜାରେ ଜଗାଦର୍ଶନ ମନା

ପୁରୀ(ବଡ଼ ଖବର ବ୍ୟୁରୋ): ଗଣେଶ ପୂଜାରେ ଜଗାଦର୍ଶନ ମନା । ଗଣେଶ ପୂଜାରେ ସର୍ବସାଧାରଣ ଶ୍ରୀମନ୍ଦିରକୁ ଯାଇପାରିବେ ନାହିଁ । ସେପ୍ଟେମ୍ବର ଗାଇଡଲାଇନ୍ ପରେ ଶ୍ରୀମନ୍ଦିର ପାଇଁ ବସିବ ବୈଠକ । ସଟଡାଉନ୍ ଉଠିବା ପରେ ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ଆସନ୍ତା ସପ୍ତାହରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସି ପରବର୍ତ୍ତୀ ନିଷ୍ପତ୍ତି ଗ୍ରହଣ କରାଯିବ ।

ଶନିବାର, ରବିବାର ଦର୍ଶନ ଅନୁମତି ମିଳିବ କି ନାହିଁ ବୈଠରେ ସ୍ଥିର ହେବ । ଏବେ ପୂର୍ବଭଳି ସପ୍ତାହାନ୍ତରେ ଶ୍ରୀମନ୍ଦିର ବନ୍ଦ ରହିବ । ପୂର୍ବ ଏସଓପି ଅନୁସାରେ ଦର୍ଶନ ବ୍ୟବସ୍ଥା ଜାରି ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ