Masthead

ବାୟୁ ପ୍ରଦୂଷଣ କମାଇପାରେ ଆୟୁଷ…

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ବିଶ୍ୱର ଅନ୍ୟତମ ସର୍ବାଧିକ ପ୍ରଦୂଷିତ ଦେଶରେ ପରିଣତ ହୋଇଛି । ୨୦୧୯ ସ୍ଥିତି ଭଳି ବାୟୁ ପ୍ରଦୂଷଣ ଲାଗି ରହିଲେ ଉତ୍ତର ଭାରତୀୟଙ୍କ ଆୟୁଷ ୯ ବର୍ଷ କମିଯାଇପାରେ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି ।  ଦିଲ୍ଲୀ ୧ ନମ୍ବରରେ ଥିବା ବେଳେ ଏହାର ପାଖାପାଖି ପହଞ୍ଚିଗଲାଣି ଓଡ଼ିଶା।

ମୁଖ୍ୟତଃ ବାୟୁରେ ଅଧିକ ପରିମାଣର ପାର୍ଟିକ୍ୟୁଲେଟ ମ୍ୟାଟର ୨.୫ ଯୋଗୁଁ ଏହା ସିଧାସଳଖ ଫୁସଫୁସକୁ ପ୍ରଭାବିତ କରିଥାଏ। ଏହି ପରିମାପକରେ ଦେଶର ରାଜଧାନୀ ଦିଲ୍ଲୀ ଥିବା ବେଳେ, ଏହାର ପାଖାପାଖି ପହଞ୍ଚିଗଲାଣି ଓଡ଼ିଶାର ବାୟୁ ପ୍ରଦୂଷଣ। ତେବେ ଓଡ଼ିଶାରେ ବାୟୁ ପ୍ରଦୂଷଣ ମାତ୍ରାକୁ ନେଇ ଯେଉଁ ବିକଳ ଚିତ୍ର ଆସିଛି ସେଥିରେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ ଏବଂ କଟକ ଜିଲ୍ଲା ରହିଛି। ଏସବୁ ଜିଲ୍ଲା ଲୋକଙ୍କର ଆୟୁଷ ପାଖାପାଖି ୯ ବର୍ଷ କମିବାର ଆଶଙ୍କା ରହିଛି। ସେହିପରି ଦେଶରେ ମହାରାଷ୍ଟ୍ର, ଗୁଜରାଟ ଓ ଆନ୍ଧ୍ରପ୍ରଦେଶର ସ୍ଥିତି ମଧ୍ୟ ସଙ୍ଗିନ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା