Masthead

ଧରାପଡ଼ିଲେ ୫ ଜାଲି ଶିକ୍ଷକ

ବନାଇ (ବଡ଼ ଖବର ବ୍ୟୁରୋ): ଜାଲ ସାର୍ଟିଫିକେଟରେ ଚାକିରି ଅଭିଯୋଗ । ତଦନ୍ତ ପରେ ୫ ଜଣଙ୍କ ନାଁରେ ଥାନାରେ ଏତଲା ଦେଲେ ଲହୁଣୀପଡ଼ା ବ୍ଲକ ଶିକ୍ଷାଧିକାରୀ । ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜାଲ ସାର୍ଟିଫିକେଟ ଦେଇ ଶିକ୍ଷକତା କରୁଥିବା ନେଇ ଅଭିଯୋଗ ହେଉଥିଲା । ପରେ ଜିଲ୍ଲାପାଳ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ସାର୍ଟିଫିକେଟ ଯାଞ୍ଚ ହୋଇଥିଲା ।

ଯାଞ୍ଚ ପରେ ଶରଧାପୁର ପ୍ରାଥମିକ ବିଦ୍ୟାଳୟର ଦଇତାରି ମହାନ୍ତ, ଜମାଲ ସ୍କୁଲର ପ୍ରଧାନ ଶିକ୍ଷକ ମଦନ ସୁନ୍ଦର ମହାନ୍ତ, ବଳଢିହି ସ୍କୁଲର ଜଗଦୀଶ ସାହୁ, ନନ୍ଦାପଡ଼ା ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ଡାଳିମ୍ବ ମହାନ୍ତ ଓ ଲହଙ୍ଗାପଡ଼ା ସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଶୋଭାରାଣୀ ମହାନ୍ତଙ୍କ ନାଁରେ ଲହୁଣୀପଡ଼ା ଥାନାରେ ବିଇଓଙ୍କ ପକ୍ଷରୁ ଏତଲା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼