Masthead

ଆରମ୍ଭ ହେଲା ଭୂମିହୀନ କୃଷି ଶ୍ରମିକ ନ୍ୟାୟ ଯୋଜନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ ବଡ ଘୋଷଣା । ରାଜ୍ୟରେ ଆରମ୍ଭ କଲେ ଭୂମିହୀନ କୃଷି ଶ୍ରମିକ ନ୍ୟାୟ ଯୋଜନା । ଏହା ସହ ସମସ୍ତ କୃଷକମାନଙ୍କୁ ଏହି ଯୋଜନାରେ ସାମିଲ ହେବା ପାଇଁ ନିବେଦନ ମଧ୍ୟ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ତେବେ ରାଜ୍ୟରେ ଥିବା ପାଖାପାଖି ୧୦ ଲକ୍ଷ ଭୂମିହୀନ କୃଷକ ଏହି ଯୋଜନା ଦ୍ୱାରା ଉପକୃତ ହେବେ ବୋଲି ଅନୁମାନ କରାଯାଉଛି ।

ଏପରିକି ପ୍ରତ୍ୟେକ ପରିବାରକୁ ପ୍ରତିବର୍ଷ ୬ ହଜାର ଟଙ୍କା ଅନୁଦାନ ରାଶି ମିଳିବ ବୋଲି ସୂଚନା ମିଳିଛି । ଏହି ଅନୁଦାନ ରାଶି ସିଧାସଳଖ କୃଷକମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ଅପରପକ୍ଷେ ମଧ୍ୟପ୍ରଦେଶ ହେଉଛି ଦେଶର ପ୍ରଥମ ରାଜ୍ୟ ଯିଏକି ଭୂମିହୀନ କୃଷକ ଶ୍ରମିକମାନଙ୍କ ପାଇଁ ଏପରି ଯୋଜନା ଉପଲବ୍ଧ କରିପାରିଛି । ଅନ୍ୟପଟେ ରାଜ୍ୟରେ ଏହି ଯୋଜନା ଚଳିତ ବର୍ଷ ୩୦ ନଭେମ୍ବର ପର୍ଯ୍ୟନ୍ତ ଲାଗୁ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି