Masthead

ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ପରଲୋକ

ମୁମ୍ବାଇ( ବଡ଼ ଖବର ବ୍ୟୁରୋ): ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ପରଲୋକ । ୪୦ ବର୍ଷରେ ହୃଦଘାତରେ ଦେହାନ୍ତ । ବିଗବସ-୧୩ର ଥିଲେ ବିଜେତା । ବାଳିକାବଧୂ ଦେଇଥିଲା ସ୍ୱତନ୍ତ୍ର ପରିଚୟ । ଏକାଧିକ ସିନେମା ସହ ଟେଲି ସିରିଏଲ କରିଛନ୍ତି କାର୍ଯ୍ୟ ।

ପରପାରିରେ ବଲିଉଡ୍ ପ୍ରସିଦ୍ଧ ଅଭିନେତା ସିଦ୍ଧାର୍ଥ ଶୁକ୍ଳା । ଫ୍ୟାନ୍ସଙ୍କ ମଧ୍ୟରେ ଶୋକର ଛାୟା । ପପୁଲାର ରିୟଲିଟ୍ ଶୋ ବିଗ୍ ବସ୍-୧୩ର ବିଜେତା ଥିଲେ ସିଦ୍ଧାର୍ଥ । ଏହା ସହ ଦିଲ୍ ସେ ଦିଲ୍ ତକ୍ ସିରିଏଲରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’