Masthead

ନନ୍ଦନକାନନରୁ ଜାଲ ଛିଣ୍ଡାଇ ପଳାଇଲା ବାଘ

 ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ନନ୍ଦନ କାନନରେ ବାଘ ଆତଙ୍କ । ଖାଇବାକୁ ଦେବା ବେଳେ ନନ୍ଦନ କାନନ ସଫାରିରୁ ଜାଲି ଛିଣ୍ଡାଇ ପଳାଇଥିଲା ବାଘ ସୁରଜ । ଏହା ପରେ ସେଠାରେ ଆତଙ୍କ ଖେଳିଯାଇଥିଲା । ଖବର ପ୍ରଚାର ପରେ ବାଘକୁ ଖୋଜିବା ପାଇଁ ତନାଘନା ଲାଗିଲା । ହେଲେ ଅନେକ ଖୋଜିବା ପରେ ବାଘ ମିଳି ନଥିଲା ।

ଏହା ପରେ ସମସ୍ତ ପର୍ଯ୍ୟଟକଙ୍କୁ ନନ୍ଦନକାନନରୁ ବାହାର କରାଯାଇଥିଲା । କିଛି ସମୟ ଖୋଜିବା ପରେ ସଫାରି ଭିତରେ ସନ୍ଧାନ ମିଳିଥିଲା। ଏବେ ବାଘ ସୁରଜ ସଫାରି ଭିତରେ ବୁଲାବୁଲି କରୁଥିବାର ସୂଚନା ମିଳିଛି । ଏହା ପରେ ଏବେ ନନ୍ଦନକାନନ ର ପରିସ୍ଥ୍ିତି ସ୍ୱାଭାବିକ ରହିଛି ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ