Masthead

ମାନବବାଦ ସଙ୍ଗଠନ ବର୍ବରତାକୁ ନିନ୍ଦା

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ମାନବବାଦ ସଙ୍ଗଠନର ବର୍ବରତାକୁ ବିଭିନ୍ନ ମହଲରେ ନିନ୍ଦା । ପ୍ରକୃତ ଦୋଷୀକୁ ଉପଯୁକ୍ତ ଦଣ୍ଡ ବିଧାନ ଦାବି । ଖୋର୍ଦ୍ଧା ବେଗୁନିଆ ଅଞ୍ଚଳରେ ମାନବବାଦ ସଙ୍ଗଠନର ସଦସ୍ୟମାନେ ନିରିହ ଆଦିବାସୀଙ୍କ ଉପରେ ଅକଥନୀୟ ଅତ୍ୟାଚାରକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି ।

ଆନ୍ତର୍ଜାତୀୟ ମାନବଅଧିକାର ପରିଷଦ ଓଡ଼ିଶା ବୋର୍ଡ ପକ୍ଷରୁ ଖୋର୍ଦ୍ଧା ଏସ୍ପିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ବୋର୍ଡ଼ର ଚାରି ଜଣିଆ ଟିମ୍ ଦାବିପତ୍ର ପ୍ରଦାନ କରିଛନ୍ତି । ସେପଟେ ଆତ୍ମଘୋଷିତ ଗୁରୁଜୀ ମାନସ ଦାସଙ୍କ ପାଇଁ ଦିନକୁ ଦିନ ଅଡ଼ୁଆ ବଢ଼ିବାରେ ଲାଗିଛି । ସତ୍ୟବ୍ରତ ନାୟକ ହତ୍ୟାକାଣ୍ଡ ଘଟଣାରେ ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୩ଜଣଙ୍କୁ ରିମାଣ୍ଡରେ ନେଇଛି ଖୋର୍ଦ୍ଧା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ