Masthead

ମନ୍ତ୍ରୀଙ୍କ ନାଁରେ ମାଳମାଳ ଅଭିଯୋଗ କାର୍ଯ୍ୟାନୁଷ୍ଠାନ କେବେ? : କଂଗ୍ରେସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ଆଜି ଗର୍ଜିଛି କଂଗ୍ରେସ । ଗୃହରେ ଅ୍ଧବନମନ୍ତ୍ରୀ ପ୍ରତାପ ଜେନାଙ୍କୁ ଟାର୍ଗେଟ କରିଛି ଦଳ । ମନ୍ତ୍ରୀଙ୍କ ନିଜ ନିର୍ବାଚନ ମର୍ଡଳୀରେ ୧୦୧୪ରୁ ଆଜି ଯାଏ ଚର୍ଚ୍ଚିତ ୫ଟି ହତ୍ୟା ହୋଇଛି । ମନ୍ତ୍ରୀଙ୍କ ନାଁରେ ଅଭିଯୋଗ ମଧ୍ୟ ରହିଛି । କିନ୍ତୁ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ । ଯାହାକୁ ବିରୋଧ କରି ଆଜି ପ୍ରତାପ ଜେନାଙ୍କୁ ସିଧାସଳଖ ଟାର୍ଗେଟ କରିଛି କଂଗ୍ରେସ । ୨୦୨୧ କୁଳମଣି ବରାଳ, ଦିବ୍ୟସିଂହ ବରାଳ ହତ୍ୟାକାଣ୍ଡରେ ପୋଲିସ ୧୩ ଜଣଙ୍କ ନାଁ ଆଟାଜ କରି ମନ୍ତ୍ରୀଙ୍କ ନାଁକୁ ହଟାଇ ଦେଇଛି ।

କୋର୍ଟ ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ଆଉଥରେ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ ଅଧିକାରୀ ଜାଣିଶୁଣି ନାଁ କଟିଛନ୍ତି । ତେଣୁ ମନ୍ତ୍ରୀଙ୍କ ଉପରେ ତୁରନ୍ତ ଆଇନଗତ କାଯ୍ୟନୁଷ୍ଠାନ ନିଆଯାଉ । ମୁଖ୍ୟମନ୍ତ୍ରୀ ସ୍ୱଚ୍ଛତା ଓ ନୈତିକତା ଦୁଷ୍ଟିରୁ ମନ୍ତ୍ରୀଙ୍କୁ ବହିଷ୍କାର କରନ୍ତୁ । ନଚେତ ମନ୍ତ୍ରୀ ନିଜେ ନୈତିକତା ଦୁଷ୍ଟିରୁ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ