Masthead

୭୪ କେଜି ଗଞ୍ଜେଇ ଜବତ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଆନ୍ତଃ ରାଜ୍ୟ ଗଞ୍ଜେଇ ଚାଲାଣ ରେକେଟ ଠାବ । ୭୪ କେଜି ଗଞ୍ଜେଇ ଜବତ । ୨ ଗିରଫ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଝାରସୁଗୁଡା ବିଜୁ ଏକ୍ସପ୍ରେସ ୱେ ରାସ୍ତାର ବାଇପାସ ନିକଟରେ । ଝାରସୁଗୁଡା ପୋଲିସ ଗାଡି ଚେକିଂ କରୁଥିବା ସମୟରେ ଏକ କାରରେ ନୂତନ ଚେଚିସ ଡିକିରେ ୭୪ କେଜି ଗଞ୍ଜେଇ ଭର୍ତ୍ତି କରି ଯାଉଥିଲେ ।

କାରକୁ ଅଟକାଇ ଚେକିଂ କରିବା ପରେ ଗଞ୍ଜେଇ ଚାଲାଣ ହେଉଥିବା ଜାଣିବାକୁ ପାଇଥିଲା ପୋଲିସ । କଳାହାଣ୍ଡିରୁ ସୁନ୍ଦରଗଡ଼ ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡିଛି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼