Masthead

ବିଧାନସଭା ନିର୍ବାଚନ ପୂର୍ବରୁ ଏକ ଲକ୍ଷ ଚାକିରୀ ଯୋଗାଇବେ ଯୋଗୀ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେ ଠାରୁ ତାଙ୍କର ରଣନୀତି ଆରମ୍ଭ କରିସାରିଲେଣି । ଭୋଟରଙ୍କୁ ହାତେଇବା ପାଇଁ ନିଯୁକ୍ତି ସୃଷ୍ଟି କରୁଛନ୍ତି ଯୋଗୀ ସରକାର । ତେବେ ଆଗାମୀ ଦୁଇରୁ ତିନି ମାସ ମଧ୍ୟରେ ଏକ ଲକ୍ଷ ସରକାରୀ ନିଯୁକ୍ତି ପାଇଁ ବିଜ୍ଞାପନ ଦେଇଛନ୍ତି ଯୋଗୀ ସରକାର । ଏଥିରେ ପୁଲିସ ବିଭାଗ ଏବଂ ଶିକ୍ଷା ବିଭାଗରେ ସର୍ବାଧିକ ଚାକିରି ବାହାରକୁ ଆସିପାରେ ବୋଲି ଅନୁମାନ କରାଯାଉଛି ।

ଏହା ସହ ପ୍ରାୟ ୨୫ ହଜାର ପୁଲିସ ବିଭାଗରେ ନିଯୁକ୍ତ କରାଯିବ ବୋଲି ସୂଚନା ମିଳିଛି । ସ୍ୱାସ୍ଥ୍ୟ ବିଭାଗରେ ଚୁକ୍ତିଭିତ୍ତିକ ସ୍ତରରେ ସମସ୍ତ ଜିଲ୍ଲା ଡାକ୍ତରଖାନାରେ ନିଯୁକ୍ତି ପାଇଁ ପ୍ରସ୍ତୁତି ଚାଲିଛି । ଅନ୍ୟପଟେ ଆସନ୍ତା ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଯୋଗୀ ସରକାରଙ୍କ ଏହା ବଡ଼ ପଦକ୍ଷେପ ବୋଲି କୁହାଯାଉଛି । ରାଜ୍ୟରେ ଥିବା ଲୋକଙ୍କ ନିଯୁକ୍ତିକୁ ସରକାର ଅଧିକ ଫୋକସ କରୁଥିବାର ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼