Masthead

ଅନଲାଇନ ପୈଠ ଦ୍ୱିତୀୟ ସଂସ୍କରଣର ଶୁଭାରମ୍ଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଅନଲାଇନ ଦେୟ ପୈଠର ଦ୍ୱିତୀୟ ସଂସ୍କରଣର ଶୁଭାରମ୍ଭ ହୋଇଛି । ଫାଇଭ-ଟି ଅଧାରରରେ ରାଜ୍ୟ ଅର୍ଥ ବିଭାଗ ଦ୍ୱାର ପ୍ରସ୍ତୁତ ଆର୍ଥିକ ପରିଚାଳନା ବ୍ୟବସ୍ଥା ଅନ୍ତର୍ଗତ ଅନଲାଇନ ଦେୟପୈଠ ବୈଦୁତିକ ରସିଦ ବ୍ୟବସ୍ଥାର ୨. ୦ ସଂସ୍କରଣକୁ ମୁଖ୍ୟଶାସନ ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅର୍ଥ ବିଭାହ ପ୍ରମୁଖ ସଚିବ ବିଶାଲ ଦେବ ଏହି ବ୍ୟବସ୍ଥାର ପୂରା ତଥ୍ୟ ରଖିଥିଲେ । ଏହା ମାଧ୍ୟମରେ ସାଧାରଣ ନାଗରିକ, ବ୍ୟବସାୟିକ ପ୍ରତିଷ୍ଠାନ ଉପକୃତ ହୋଇପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ