Masthead

ପ୍ରତି ୭ ତାରିଖରେ ପାଳିତ ହେବ ‘ବଡ଼ ଖବର’ ଦିବସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରତିମାସର ୭ ତାରିଖରେ ପାଳିତ ହେବ ‘ବଡ଼ ଖବର’ ଦିବସ । ରାଜ୍ୟ ବ୍ୟାପୀ ପାଳିତ ହେବ ବଡ଼ ଖବର ଦିବସ । ନିୟମିତ ଭାବେ ବଡ଼ ଖବରକୁ ସହଯୋଗର ହାତ ବଢାଉଥିବା ଶୁଭେଚ୍ଛୁମାନଙ୍କୁ ଦିଆଯିବ ପରିଚୟପତ୍ର । ଲୋକଙ୍କ ପରାମର୍ଶକୁ ପ୍ରାଥମିକତା ଦେବ ଲୋକଙ୍କ ଚ୍ୟାନେଲ ।

ଶୁଭେଚ୍ଛୁମାନଙ୍କୁ ନେଇ ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରୀୟ ଉପଦେଷ୍ଟା କମିଟି ଗଠନ କରାଯିବ । ଏହି କମିଟିର ପ୍ରତିଟି ପରାମର୍ଶ ବଡ଼ ଖବର ପାଇଁ ହେବ ସର୍ବସ୍ୱ ହେବ ବୋଲି ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ କହିଛନ୍ତି । ଟିଆରପି ପଛରେ ନ ଧାଇଁ ଲୋକଙ୍କ ଟ୍ରଷ୍ଟରେ ‘ବଡ଼ ଖବର’ ବିଶ୍ୱାସ କରେ ବୋଲି ସେ କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼