Masthead

ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କୋରେଇ (ବଡ଼ ଖବର ବ୍ୟୁରୋ): ପାଣିକୋଇଲି ଥାନା ୧୬ ନମ୍ବର ଜାତୀୟ ରାଜପଥ ସୋତି ନିକଟରୁ ଦୁଇଟି ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହ । ମୃତ୍ୟୁର କାରଣ ଅସ୍ପଷ୍ଟ। ଆଜି ସକାଳୁ ସ୍ଥାନୀୟଲୋକେ କୌଣସି କାର୍ଯ୍ୟରେ ସୋତି ଆଡେ ଆସୁଥିଲେ। ସେଠାରେ ଦୁଇଟି ମୃତ୍ୟୁ ଦେହ ଦେଖି ପାଣିକୋଇଲି ପୋଲିସକୁ ଖବର ଦେଇଥିଲେ। ତେବେ ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଂଚି ମୃତ୍ୟୁ ଦେହ ଉଦ୍ଧାର କରିଛି ।

ମୃତଦେହ ପଡିଥିବା କିଛି ଦୂରରେ ବାଇକ ପଡିଥିବା ଦେଖିବାକୁ ମିଳିଛି। ତେବେ ମୃତଦେହ ପଡିବାର ସ୍ଥିତିକୁ ଦେଖି ହତ୍ୟା ସନ୍ଦେହ କରାଯାଉଛି । ଯୁବକ ଦୁଇ ଜଣଙ୍କର ପରିଚିୟ ମିଳିପାରି ନଥିବାବେଳେ ଆନୁମାନିକ ବୟସ ୩୦ ବର୍ଷରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡୁଛି। ପୋଲିସ ଉଭୟ ମୃତଦେହକୁ ଯାଜପୁର ମେଡିକାଲକୁ ବ୍ୟବଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା