ଆଜିଠୁ ଯୁକ୍ତ୨ ପଞ୍ଜୀକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ ୨ ଅଫଲାଇନ ପଞ୍ଜୀକରଣ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟକୁ ନେଇ ଅସନ୍ତୁଷ୍ଟ ପରୀକ୍ଷାର୍ଥୀଙ୍କ ପାଇଁ ହେବାକୁ ଥିବା ସ୍ବତନ୍ତ୍ର ପରୀକ୍ଷା ଲାଗି ଆଜିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଛି। ଛାତ୍ରଛାତ୍ରୀ ଗୁରୁବାର ଅପରାହ୍ଣ ୨ଟାରୁ ୯ ତାରିଖ ଅପରାହ୍ଣ ଗୋଟିଏ ପର୍ଯ୍ୟନ୍ତ ନାମ ପଞ୍ଜୀକରଣ କରିପାରିବେ।

ଏଥିପାଇଁ କଲେଜଗୁଡ଼ିକୁ ଲିଙ୍କ୍ ପଠାଯାଇଛି। ଛାତ୍ରଛାତ୍ରୀ ନିଜ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମ୍ ସ ଇ-ସ୍ପେସ୍ ମାଧ୍ୟମରେ ପଞ୍ଜୀକରଣ କରିବେ। ପରୀକ୍ଷା ପାଇଁ ପଞ୍ଜୀକରଣ ପରେ ପରୀକ୍ଷାର୍ଥୀଙ୍କୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ମିଳିଥିବା ମାର୍କକୁ ଗଣନା କରାଯିବ ନାହିଁ। ସମସ୍ତ ବିଷୟର ପରୀକ୍ଷା ହେବନି। କେତେକ ପ୍ରମୁଖ ବିଷୟରେ ପରୀକ୍ଷା କରାଯିବ। ସେଥିରେ ପରୀକ୍ଷାର୍ଥୀ ଯେଉଁ ମାର୍କ ରଖିବେ ତାହାକୁ ଆଧାର କରି ଅନ୍ୟ ବିଷୟରେ ମାର୍କ ପ୍ରଦାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ