Masthead

୨୪ ଘଣ୍ଟାରେ ୮୪୯ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୭୩୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୪୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୨୭୨୨୨୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ