ଏଣିକି ଆରଟିପିସିଆର ବାଧ୍ୟତାମୂଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ଭୂତାଣୁର ନୂଆ ପ୍ରଜାତିକୁ ନଜରରେ ରଖି କଟକଣା ଲଗାଇଲେ ଭାରତ ସରକାର। ୭ଟି ଦେଶରୁ ଫେରିଲେ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ । ଦକ୍ଷିଣ ଆଫ୍ରିକା, ବାଂଲାଦେଶ, ବୋଷ୍ଟୱାନ, ଚୀନ, ମରିସସ, ନ୍ୟୁଜିଲାଣ୍ଡ ଓ ଜିମ୍ବୱେରୁ ଆସୁଥିବା ନାଗରିକଙ୍କ ପାଇଁ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି ।

ଭୂତାଣୁର ନୂଆ ପ୍ରଜାତି ହୁ ହୁ ହୋଇ ବଢିବାରେ ଲାଗିଛି । ଏହାକୁ ନେଇ ଚିନ୍ତାରେ ସରକାର । ବିଦେଶରୁ ଆସୁଥିବା ନାଗିରକଙ୍କ ପାଇଁ ଏୟାରପୋର୍ଟରେ ଆରଟିପିସିଆର ଟେଷ୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଏନେଇ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସରକାରଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ