Masthead

ଯାତ୍ରୀ ନିବାସର ଘରୋଇକରଣକୁ ବିରୋଧ

କୋଣାର୍କ (ବଡ଼ ଖବର ବ୍ୟୁରୋ):କୋଣାର୍କ ଯାତ୍ରୀ ନିବାସର ଘରୋଇକରଣକୁ ବିରଧ କରି ଧାରଣାରେ ବସିଲେ ଅଞ୍ଚଳବାସୀ । କୋଣାର୍କ ବିଶ୍ୱ ଐତିହର ମାନ୍ୟତା ପାଇବା ପରଠାରୁ ଦେଶ ବିଦେଶରୁ ପ୍ରତିନିଦିନ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆସନ୍ତି । ଏହି ପର୍ଯ୍ୟଟକଙ୍କ ସୁବିଧା ପାଇଁ ୧୯୯୨ରେ ଏଠାରେ ଏକ ଯାତୀନିବାସ ପ୍ରତିଷ୍ଠା କରାଯାଇଥିଲା ।

୨୦୦୫ ମସିହାରୁ ଏହି ଯାତ୍ରୀନିବାସକୁ ଏବେ ଓଟିଡିସି ପରିଚାଳନା କରୁଥିବା ବେଳେ ଏବେ ଏହାକୁ ସରକାର ଘରୋଇ କରଣ କରିବାକୁ ଟେଣ୍ଡର ଆହ୍ୱାନ କରିଛନ୍ତି । ଏହାକୁ ଅଞ୍ଚଳବାସୀ ବିରୋଧ କରି ଧାରଣାରେ ବସିବା ସହ ତୁରନ୍ତ ଟେଣ୍ଡର ପ୍ରକ୍ରିୟାକୁ ବାତିଲ କରିବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..