Masthead

କାବୁଲରେ ଲାଗିଲା ତାଲିବାନ ସରକାର ଗଠନର ହୋର୍ଡିଂ

କାବୁଲ(ବଡ଼ ଖବର ବ୍ୟୁରୋ):    ଆଫଗାନକୁ ଜବରଦଖଲ କରିବା ପରେ ଏବେ ତାଲିବାନ ସରକାର ଗଠନ କରିବାକୁ ନିଷ୍ପତି ନେଇଛି । ଆଜି ବିଧିବଦ୍ଧ ଭାବେ ତାଲିବାନୀ ଶାସନ ଆଫଗାନରେ ଆରମ୍ଭ ହେବାକୁ ଯାଉଛି । ଆଜି କ୍ୟାବିନେଟ ଘୋଷଣା ହେବା ପୂର୍ବରୁ ଆଫଗାନୀସ୍ତାନର ସୂଚନା ଓ ସସ୍କୃତି ମନ୍ତ୍ରୀଳୟ ପକ୍ଷରୁ କାବୁଲରେ ବଡ଼ବଡ଼ ହୋର୍ଡିିଂ ଲଗାଯାଇଛି । ଆଫଗାନର ସମ୍ପୂର୍ଣ୍ଣ ମାନଚିତ୍ରକୁ ବଦଳେଇ ଦେଇଛି ତାଲିବାନ । ଏପରିକି ନିଜ ପତାକା ବି ଉତ୍ତୋଳନ କରିଛି ତାଲିବାନ ।

ଆଫଗାନସ୍ତାନର ମଲ୍ଟି ମିଡିଆ ବ୍ରାଞ୍ଚ କଲଚର ମୁଖ୍ୟ ଅହମଦୁଲ୍ଲା ମୁତାକି ଟ୍ୱିଟର ଜରିଆରେ କାବୁଲରେ ଲାଗିଥିବା ହୋର୍ଡିଂର ଫୋଟୋ ଶେୟାର କରିଛନ୍ତି । ଆଜି କାବୁଲରେ ସରକାର ଗଠନ ହେବାକୁ ଥିବାରୁ ସବୁ ବରିଷ୍ଠ ନେତା କାବୁଲରେ ପହଞ୍ଚି ସାରିଲେଣି । ସୂଚନା ଅନୁଯାଇ ତାଲିବାନର ସହ ପ୍ରତିଷ୍ଠାତା ମୁଲ୍ଲା ଅବଦୁଲ ଘନି ବରଦାର ଆଫଗାନ ସରକାର ମୁଖ୍ୟ ଭାବେ କାର୍ଯ୍ୟ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ