Masthead

ବିଶାଳ ଟ୍ରାକ୍ଟର ରାଲିରେ ସାମିଲ ହେବେ ରାହୁଲ

ପଞ୍ଜାବ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ କୃଷିବିଲକୁ ବିରୋଧ କରି ଆଜି ପଞ୍ଜାବରେ ହେବାକୁ ଥିବା ଏକ ବିଶାଳ ଟ୍ରାକ୍ଟର ରାଲିରେ ଯୋଗଦେବେ କଂଗ୍ରେସ ନେତା ରାହୁଲ ଗାନ୍ଧି । ହଜାର ହଜାର କୃଷକଙ୍କ ସହ ପାଞ୍ଚ ହଜାର ଟ୍ରାକ୍ଟର ଉକ୍ତ ରାଲିରେ ସାମିଲ ହେବ ବୋଲି ସୂଚନା ମିଳିଛି । ପଞ୍ଜାବରୁ ଆରମ୍ଭ ହେବାକୁ ଥିବା ଏହି ରାଲି ଭାୟା ହରିୟାଣା ଦେଇ ଦିଲ୍ଲୀରେ ଶେଷ ହେବ । କଂଗ୍ରେସର ବହୁ ବିଧାୟକ, ସାଂସଦଙ୍କ ଓ ଦଳୀୟ ବରିଷ୍ଠ ନେତାମାନେ ରାଲିରେ ଯୋଗଦେବେ ।

ବିଶାଳ ରାଲିକୁ ଦୃଷ୍ଟିରେ ରଖି ୧୦ହଜାର ପୁଲିସ ମୃତୟନ କରାଯିବ ବୋଲି ସୂଚନା ଦେଇଛନ୍ତି ଡିଜିପି ଦିନାକର । ରାଲି ପୂର୍ବରୁ ଅନୁଷ୍ଠିତ ହୋଇଥିବା ପ୍ରସ୍ତୁତି ବୈଠକରେ ୧୫ଟି ଜିଲ୍ଲାର ଏସପିଙ୍କ ସହ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । କେନ୍ଦ୍ର ସରକାରଙ୍କ କୃଷିବିଲକୁ ନେଇ କଂଗ୍ରେସ ସମେତ ବହୁ ଆଞ୍ଚଳିକ ଦଳ ମଧ୍ୟ ବିରୋଧ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ