ଗୋଡ଼େଇ ଗୋଡ଼େଇ ହାଣିଲେ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ପୁରୁଣାଗଡ଼ରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁବୃର୍ତ୍ତ । ଅନଗୁଳ ପୁରୁଣାଗଡ଼ କରମଙ୍ଗା ସାହିରେ ପୂର୍ବ ଶତ୍ରୁତାକୁ ନେଇ ଯୁବକକୁ ଲୁହା ରଡ଼ରେ ଆକ୍ରମଣ କରାଯାଇଥିଲା । ଘଟଣା ସ୍ଥଳରେ ହିଁ ଯୁବକର ପ୍ରାଣ ଚାଲି ଯାଇଥିଲା । ମୃତ ଯୁବକ ଜଣକ ଉକ୍ତ ଗ୍ରାମର ସୁବାଶିଷ ମହାପାତ୍ର ବୋଲି ଜଣା ପଡିଛି ।

ଆକ୍ରମଣ କରିଥିବା ଦୁର୍ବୁତ୍ତ ଉକ୍ତ ଜାଗାରୁ ଫେରାର ହୋଇ ଯାଇଥିବା ଜଣାପଡିଛି । ଘଟଣା ସ୍ଥଳରେ ବନ୍ତଳା ପୋଲିସ ପହଞ୍ଚି ଶବକୁ ଅନଗୁଳ ମୁଖ୍ୟ ଡାକ୍ତର ଖାନାରେ ବ୍ୟାବଚ୍ଛେଦ ପାଇଁ ପଠାଇ ଅଧିକ ତତନ୍ତ ଜାରି ରଖିଥିବା ବେଳେ ଅଭିଯୁକ୍ତଙ୍କ ବାପାଙ୍କୁ ଅଟକ ରଖି ପଚରା ଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ