Masthead

ଶିକ୍ଷାକୁ ନେଇ ବେପାର

ପୁରୀ(ବଡ଼ ଖବର ବ୍ୟୁରୋ): ଶିକ୍ଷାକୁ ନେଇ ବେପାର । ଅଧିକ ଟଙ୍କା ଦେଖଥିବା ପିଲାଙ୍କୁ ଅଧିକ ନମ୍ବର ଓ କମ ଟଙ୍କା ଦେଇଥିବା ପିଲାଙ୍କୁ କମ୍ ନମ୍ବର ଦେଇଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ଦେଖିବାକୁ ମିଳିଛି ପୁରୀ ଜିଲ୍ଲାରେ । ପୁରୀ ବାଲିଘାଇ ସ୍ଥିତ ଚନ୍ଦ୍ରଶେଖର ଏକାଡେମୀରେ ମାର୍କକୁ ନେଇ ହୋଇଛି ଅନିୟମିତତା ।ଏନେଇ ତାତିଛନ୍ତି ଅଭିବାବକ ।

ରକ୍ତକୁ ଝାଳ କରି ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ପାଠ ପଢ଼ାଇଥିବା ଅଭିବାବକ ମାନେ ଅଭିଯୋଗ କରିଛନ୍ତି ଯେ ବିଦ୍ୟାଳୟ ପିଲାଙ୍କ ଫିସ୍ ବାବଦକୁ ଅନେକ ଟଙ୍କା ନେଇଥିବା ବେଳେ ଅଧିକ ଟଙ୍କା ଦେଇଥିବା ପିଲାଙ୍କୁ ଅଧିକ ନମ୍ବର୍ ଓ କମ ଟଙ୍କା ଦେଇଥିବା ପିଲାଙ୍କୁ କାମ ନମ୍ବର୍ ଦେଇଛନ୍ତି । ପ୍ରତିଶୃତି ମୁତାବକ ମାର୍କ ରେଜିଷ୍ଟରକୁ ମଧ୍ୟ ଜାଲିଆତି କରାଯାଇଛି । ପ୍ରଶାସନକୁ ଏନେଇ ଜଣାଇବା ପରେ ମଧ୍ୟ ନିଷ୍କର୍ଷ ବାହାରିପାରିନାହିଁ। ଅନ୍ୟପଟରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଏନେଇ ସ୍ପଷ୍ଟୀକରଣ ଦେଇ କହିଛନ୍ତି ଯେ ସେମାନଙ୍କର ଏଥିରେ ଭୂମିକା ନାହିଁ । ଯାହା ବି ହଉଛି ସିବିଏସଇ ଗାଇଡଲାଇନକୁ ନେଇ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ