Masthead

ଅନୀଲଙ୍କ ରିପୋର୍ଟକୁ ଲିକ କରିବା ପାଇଁ SIକୁ ମିଳିଥିଲା ଆଇଫୋନ ୧୨ ପ୍ରୋ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଦେଶମୁଖଙ୍କ ତଦନ୍ତ ରିପୋର୍ଟ ଲିକ କରିଥିବାରୁ ସବ-ଇନ୍ସପେକ୍ଟରଙ୍କୁ ଆଇଫୋନ ୧୨ ପ୍ରୋ ମୋବାଇଲ ମିଳିଥିବାର କଥା ସାମ୍ନାକୁ ଆସିଛି । ତେବେ ଦେଶମୁଖଙ୍କ ଓକିଲ ଆନନ୍ଦ ଡାଗା ତଦନ୍ତ ରିପୋର୍ଟ ଲିକ କରିବା ପାଇଁ ସମ୍ପୃକ୍ତ ପୁଲିସ ଅଧିକାରୀ ଅଭିଷେକ ତିୱାରୀଙ୍କୁ ଏହା ଦେଇଥିବାର ସୂଚନା ମିଳିଛି ।

ଅପରପକ୍ଷେ ଦେଶମୁଖଙ୍କ ଓକିଲ ଓ ସମ୍ପୃକ୍ତ ଅଧିକାରୀ ଜଣଙ୍କୁ ତଦନ୍ତକୁ ପ୍ରଭାବିତ କରିବା ନେଇ ଗିରଫ କରାଯାଇଛି । ଅନ୍ୟପପଟେ ଅନୀଲ ଦେଶମୁଖଙ୍କ ବିରୋଧରେ ମୁମ୍ବାଇର ପୂର୍ବତନ ପୁଲିସ ମୁଖ୍ୟ ପରମବୀର ସିଂହ ଦୁର୍ନୀତି ଅଭିଯୋଗ ଆଣିବା ପରେ ଦେଶମୁଖ ଏପ୍ରିଲ ମାସରେ ନିଜ ପଦରୁ ଇସ୍ତଫା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼