Masthead

ACF ସୌମ୍ୟ ମୃତ୍ୟୁରେ ବଡ଼ ଖୁଲାସା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏସସିଏଫ ସୌମ୍ୟ ମୃତ୍ୟୁ ମାମଲା । ବଡ଼ ଖବରକୁ ପୂର୍ବତନ ରାତ୍ରୀ ଜଗୁଆଳୀ ଗଙ୍ଗାଧର ପ୍ରଧାନଙ୍କ ଚାଞ୍ଚଲ୍ୟକର ବୟାନ୍ । କହିଲେ ସୌମ୍ୟଙ୍କ ସରକାରୀ ବାସଭବନକୁ ରାତି ଅଧରେ ଯାଉଥିଲେ ଡିଏଫ୍ଓ ।

ତେବେ କିଛି ଦିନ ତଳେ ବିଦ୍ୟାଭାରତୀଙ୍କୁ ଦୀର୍ଘ ୭ ଘଣ୍ଟାର ମାରାଥନ୍ ଜେରା ହୋଇଥିଲା । କ୍ରାଇଇବ୍ରାଞ୍ଚର ପ୍ରଶ୍ନ ବାଣରେ ଘାଇଲା ହୋଇଥିଲେ ବିଦ୍ୟାଭାରତୀ । ୨ଜଣ ମହିଳା ଅଫିସରଙ୍କ ସହ ୫ଜଣିଆ ଟିମ୍ କପ୍ତିପଦାରେ ପହଞ୍ଚି ଜେରା କରିଥିଲେ। ତେବେ ଶନିବାର ରାତ୍ରୀ ଜଗୁଆଳୀ ବୟାନରେ କହିଲେ ସୌମ୍ୟଙ୍କ ସରକାରୀ ବାସଭବନକୁ ରାତି ଅଧରେ ଯାଉଥିଲେ ଡିଏଫ୍ଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ