Masthead

ଜାତୀୟ ବିମୁଦ୍ରୀକରଣ ପାଇପଲାଇନ ଯୋଜନାର ପୁନବିର୍ଚାର କରନ୍ତୁ କେନ୍ଦ୍ର: ଷ୍ଟାଲିନ

ତାମିଲନାଡୁ(ବଡ଼ ଖବର ବ୍ୟୁରୋ): ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିମୁଦ୍ରୀକରଣ ନେଇ ଚିଠି ଲେଖିଛନ୍ତି । କେନ୍ଦ୍ର ସରକାର ପୁଣିଥରେ ଜାତୀୟ ବିମୁଦ୍ରୀକରଣ ପାଇପଲାଇନ ଯୋଜନାର ପୁନଃବିଚାର କରିବା ପାଇଁ ଏହି ଚିଠିରେ ଉଲ୍ଲେଖ କରାଯାଇଛି ।

ଏହା ପୂର୍ବରୁ ବିଦାନସଭାରେ ମଧ୍ୟ ଷ୍ଟାଲିନ ଏହି ପ୍ରସଙ୍ଗକୁ ଉଠାଇଥିଲେ । ତେବେ କେନ୍ଦ୍ର ସରକାର ଏପରି ନିଷ୍ପତ୍ତି ରାଜ୍ୟ ଓ ବୁଦ୍ଧିଜୀବିଙ୍କ ସହ ଆଲୋଚନା କରି ନେବା ଦରକାର ବୋଲି ଏହି ଚିଠିରେ ଉଲ୍ଲେଖ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ