Masthead

ଗଣତନ୍ତ୍ରର ସୁରକ୍ଷା ଦାୟିତ୍ୱ ପୁଲିସ ହାତରେ: ଗୃହମନ୍ତ୍ରୀ

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ପୋଲିସ ଅନୁସନ୍ଧାନ ଏବଂ ବିକାଶ ବ୍ୟୁରୋର ୫୧ ତମ ଫାଉଣ୍ଡେଶନ ଦିବସ ଉତ୍ସବରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଯୋଗ ଦେଇଥିଲେ । ତେବେ ସ୍ୱାଧୀନତା ପୂର୍ବରୁ ଗଣତନ୍ତ୍ର ଆମ ଦେଶର ପ୍ରକୃତି ଥିଲା ।

ଏହା ଆଇନ ଏବଂ ଶୃଙ୍ଖଳା ବିନା ସଫଳ ହୋଇପାରିବ ନାହିଁ ବୋଲି ସଭାରେ ଉଦବୋଧନ ଦେଇ ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି । ଅପରପକ୍ଷେ ଟୋକିଓ ଅଲମ୍ପିକରେ ରୈପ୍ୟ ବିଜେତା ମୀରାବାଇ ଚାନୁଙ୍କୁ ମଧ୍ୟ ସମ୍ମାନୀତ କରାଯାଇଥିଲା । ଅନ୍ୟପଟେ ମଣିପୁର ସରକାର ମିରାବାଇ ଚାନୁଙ୍କୁ ପୋଲିସ ବିଭାଗରେ ଅତିରିକ୍ତ ଅଧୀକ୍ଷକ ଭାବରେ ନିଯୁକ୍ତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ