Masthead

ଚଳିତ ମାସ ଆମେରିକା ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ଆମେରିକା ଗସ୍ତ କରିପାରନ୍ତି । ତେବେ ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ମୋଦିଙ୍କର ଦୁଇ ଦିନିଆ ଗସ୍ତ କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି । ଏନେଇ ଅଫିସିଆଲ ଭାବରେ କୌଣସି ଘୋଷଣା କରାଯାଇନଥିବାର ଦେଖିବାକୁ ମିଳିଛି ।

ଏନଆଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମୋଦି ଚଳିତ ମାସ ମଧ୍ୟଭାଗରେ ଆମେରିକା ଗସ୍ତ କରିବାର ସମ୍ଭାବନା ରହିଛି । ଅନ୍ୟପଟେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ହେବା ପରେ ଏହା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଗସ୍ତ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ