Masthead

ଘୋଷଣା ହେଲା ପଶ୍ଚିମବଙ୍ଗ ଉପ-ନିର୍ବାଚନ ତାରିଖ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ବିଧାନସଭା ଉପନିର୍ବାଚନ ଘୋଷଣା କରିଛନ୍ତି ନିର୍ବାଚନ କମିଶନର । ସେପ୍ଟେମ୍ବର ୩୦ ତାରିଖରେ ପଶ୍ଚିମବଙ୍ଗରେ ବହୁ ପ୍ରତିୀକ୍ଷିତ ବିଧାନସଭା ଉପନିର୍ବାଚନ ହେବାକୁ ଯାଉଛି ।

ଏହା ପରେ ଅକ୍ଟୋବର ୩ ତାରିଖରେ ଭୋଟ ଗଣତି ହେବ ଏବଂ ସେହି ଦିନ ହିଁ ନିର୍ବାଚନ ଫଳାଫଳ ନିର୍ବାଚନ କମିଶନର ଘୋଷଣା କରିବେ ବୋଲି ସୂଚନା ମିଳିଛି । ଅପରପକ୍ଷେ ଓଡିଶାରେ ମଧ୍ୟ ବିଧାନସଭା ଉପନିର୍ବାଚନ ପାଇଁ ସମାନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ