Masthead

ସିବିଆଇକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସିବିଆଇର କାର୍ଯ୍ୟଶୈଳୀକୁ ନେଇ ସୁପ୍ରିମକୋର୍ଟ ସିବିଆଇକୁ ଭର୍ତ୍ସନା କରିଛନ୍ତି । ଏହା ସହ ସୁପ୍ରିମକୋର୍ଟ ସିବିଆଇକୁ ମାମଲାର ସମାଧାନର ସଫଳତା ହାର ପଚାରିଛନ୍ତି । କେବଳ ଏତିକି ନୁହେଁ ବରଂ କେତେ ମାମଲା ସମାଧାନ ହୋଇଛି ବୋଲି ମଧ୍ୟ ସିବିଆଇକୁ ପ୍ରଶ୍ନ କରିଥିଲେ ସୁପ୍ରିମକୋର୍ଟ ।

ସେହପରି କେତେଜଣଙ୍କୁ ଦଣ୍ଡ ଦିଆଯାଇଛି ? ବର୍ତ୍ତମାନ ସିବିଆଇ ସହିତ ବିଚାରାଧୀନ ମାମଲା ସଂଖ୍ୟା କେତେ ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ