Masthead

ସରକାର ଗଠନ ହେବା ପୂର୍ବରୁ କାବୁଲ ପହଁଞ୍ଚିଲେ ଆଇଏସଆଇ ମୁଖ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତଲିବାନ ଆଫଗାନିସ୍ତାନରେ ସରକାର ଗଠନ କରିବା ପାଇଁ ଯାଉଛି । ଏହାରି ମଧ୍ୟରେ ଅନେକ ତାଲିବାନୀ ନେତା ପାକିସ୍ତାନ ଓ ଆତଙ୍କବାଦୀ ସଙ୍ଗଠନ ସହ ତାଙ୍କର କିଛି ସମ୍ପର୍କ ନାହିଁ ବୋଲି କହିଆସୁଥିଲେ । ହେଲେ ତାଲିବାନରେ ସରକାର ଗଠନ ହେବା ପୂର୍ବରୁ ଆଇଏସଆଇ ମୁଖ୍ୟ ଫୈଜ ହମିଦ କାବୁଲରେ ପହଁଞ୍ଚିଛନ୍ତି ।

ଅପରପକ୍ଷେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ମୁଖ୍ୟ କାବୁଲରେ ପହଁଞ୍ଚିବା କଥା ଅନେକ କିଛି ବୁଝାଉଛି । ବିଶେଷ କରି ଏହା ଏପରି ସମୟରେ ଘଟିଛି ଯେତେବେଳେ ଆଫଗାନିସ୍ତାନରୁ ଆମେରିକାକୁ ହଟାଇବା ପଛରେ ପାକିସ୍ତାନ ଅଛି ବୋଲି ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼