Masthead

ସ୍ୱର୍ଣ୍ଣ ଜିତିଲେ ସୁନା ପୁଅ ପ୍ରମୋଦ ଭଗତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ରଚିଲେ ଓଡିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନ ପୁରୁଷ ଏକକ ବର୍ଗରେ ସୁନା ଜିତି ଭାରତ ପାଇଁ ଗୌରବ ଆଣିଛନ୍ତି । ଏହା ସହିତ ପ୍ରଥମ ଭାରତୀୟ ଭାବେ ସେ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣପଦକ ହତେଇଛନ୍ତି । ଟୋକିଓ ଅଲିମ୍ପିକ୍ସରେ ଏ ଯାଏଁ କୌଣସି ଭାରତୀୟ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ଜିତି ନାହାନ୍ତି ।

ଭଗତ ହେଉଛନ୍ତି ପ୍ରଥମ ଭାରତୀୟ ଯିଏକି ସ୍ୱର୍ଣ୍ଣ ଜିତି ଭାରତ ପାଇଁ ଖୁସି ଆଣିଛନ୍ତି । ଫାଇନାଲରେ ସେ ତାଙ୍କ ବ୍ରିଟେନ ପ୍ରତିନ୍ଦ୍ୱନ୍ଦୀଙ୍କୁ ୨୧-୧୪,୨୧-୧୭ ସେଟରେ ହରାଇଛନ୍ତି । ଆଜିର ସେମିଫାଇନାଲ ମ୍ୟାଚରେ ପ୍ରମୋଦଙ୍କ ସହ ଜାପାନର ଫୁଜାହାରାଙ୍କ ସହ ହୋଇଥିଲା । ମ୍ୟାଚକୁ ପ୍ରମୋଦ ପ୍ରଥମେ ଏକ ତରଫା ଭାବେ ୨-୦ ସେଟରେ ଜିତି ଫାଇନାଲରେ ପ୍ରବେଶ କରିଥିଲେ । ଓ ଏହା ପରେ ଦ୍ୱିତୀୟ ସେଟରେ ଜବରଦସ୍ତ ପ୍ରଦର୍ଶନ ଦେଖାଇଥିଲେ ପ୍ରମୋଦ । ତେବେ ଏହି ସେଟକୁ ୨୧-୧୬ରେ ଜିତି ପ୍ରମୋଦ ସ୍ୱର୍ଣ୍ଣ ହତେଇବାରେ ସଫଳ ହୋଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼