Masthead

ବିଧାନସଭାରେ କୋଠରୀ ଆବଣ୍ଟନ ପ୍ରସଙ୍ଗ ଜୋର ଧରିବାରେ ଲାଗିଛି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାଡଖଣ୍ଡ ବିଧାନସଭା ପରିସରରେ ନମାଜ ପଢିବା ପାଇଁ କୋଠରୀ ଆବଣ୍ଟନ ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ପ୍ରସଙ୍ଗକୁ ସହଜରେ ହଜମ କରିପାରୁ ନାହାଁନ୍ତି ବିଜେପି ନେତା ସିପି ସିଂହ । ତେବେ ବିଧାନସଭାରେ ହିନ୍ଦୁମାନଙ୍କୁ ମଧ୍ୟ ହନୁମାନ ମନ୍ଦିର ନିର୍ମାଣ କରିବାର ଅନୁମତି ମିଳୁ ବୋଲି ବିଜେପି ନେତା କହିଛନ୍ତି ।

ଏହା ପୂର୍ବରୁ ବିଜେପି ନେତା ବିରଞ୍ଚି ନାରାୟଣ ମଧ୍ୟ ଏନେଇ ବିବୃତ୍ତି ଦେଇଥିଲେ । ସେ ଦାବି କରିଥିଲେ ନମାଜ ପଢିବା ପାଇଁ ଯଦି କଠୋରୀ ଯୋଗାଇ ଦିଆଯାଉଛି, ତା’ହାଲେ ହନୁମାନ ଚାଳିସା ପଢିବା ପାଇଁ ମଧ୍ୟ କଠୋରୀ ଯୋଗାଇବା ଆବଶ୍ୟକ ବୋଲି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି