Masthead

ସରକାର ଗଠନ କରିବା ନିଷ୍ପତ୍ତିକୁ ସପ୍ତାହେ ଘୁଞ୍ଚାଇଲା ତାଲିବାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଘୁଞ୍ଚାଇଲା ତାଲିବାନ । ଆସନ୍ତା ସପ୍ତାହରେ ଆଫଗାନିସ୍ତାନରେ ସରକାର ଗଠନ କରିବ ତାଲିବାନ । ଏ ସମ୍ପର୍କରେ ତାଲିବାନ ପକ୍ଷରୁ ଏକ ସରକାରୀ ବିବୃତ୍ତି ଜାରି କରାଯାଇଛି । ତେବେ ସରକାର ଗଠନ ସମ୍ପର୍କରେ ଆଜିର

ବୈଠକ ପରେ ସରକାର ଗଠନ ସହିତ ସରକାରରେ ଯୋଗଦେଉଥିବା ଲୋକଙ୍କ ନାମ ମଧ୍ୟ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି । ଅପରପକ୍ଷେ ତାଲିବାନର ସହ ସଂସା୍ଥପକ ମୁଲ୍ଲା ବରାଦର ଏହି ନୂତନ ସରକାରର ନେତୃତ୍ୱ ନେଇପାରନ୍ତି ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା