Masthead

ମହାପଞ୍ଚାୟତ ମଞ୍ଚରେ ଏକାଠି ହେବେ ନରେଶ ଓ ରାକେଶ ଟିକାୟତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନ ବିରୁଦ୍ଧରେ ଆନ୍ଦୋଳନ ତେଜିବାରେ ଲାଗିଛି । ଏହି ଆନ୍ଦୋଳନକୁ ଆହୁରି ମଜଭୁତ କରିବା ପାଇଁ ସେପ୍ଟେମ୍ବର ୫ ତାରିଖରେ ମୁଜାଫରନଗରର ଜିଆଇସି ଗ୍ରାଉଣ୍ଡରେ କୃଷକ ମହାପଞ୍ଚାୟତ ଅନୁଷ୍ଠିତ ହେବାକୁ ଯାଉଛି । ସରକାର ଠାରୁ ଆରମ୍ଭ କରି ଦେଶର ବିରୋଧୀ ଦଳ ପର୍ଯ୍ୟନ୍ତ ସମସ୍ତେ ଏହି ଆନ୍ଦୋଳନ ଉପରେ ନଜର ରଖିଛନ୍ତି ।

ହେଲେ ପ୍ରଥମଥର ପାଇଁ ମହାପଞ୍ଚାୟତ ମଞ୍ଚରେ ଏକାଠି ଦେଖାଦେବେ ବି.କେ.ୟୁର ରାଷ୍ଟ୍ରୀୟ ସଭାପତି ନରେଶ ଟିକାୟତ ଏବଂ ଜାତୀୟ ମୁଖପାତ୍ର ରାକେଶ ଟିକାୟତ । ଅନ୍ୟପଟେ ସାରା ଦେଶରୁ ୩୦୦ରୁ ଅଧିକ ସକ୍ରିୟ ସଂଗଠନ ମହାପଞ୍ଚାୟତରେ ସାମିଲ ହେବେ ବୋଲି ସୂଚନା ମିଳିଛି । ଯେଉଁଠି ପ୍ରାୟ ୬୦ଟି କୃଷକ ସଂଗଠନ ରହିଥିବା ବେଳେ ଅନ୍ୟଗୁଡିକରେ ଶ୍ରମିକ, ଛାତ୍ର, ଶିକ୍ଷକ, ଅବସରପ୍ରାପ୍ତ ଅଧିକାରୀ ମହିଳା ଇତ୍ୟାଦି ସାମିଲ ହେବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି