Masthead

ପୁଅର ଶବ ମୁକୁଳାଇବା ପାଇଁ ଅର୍ଥ ସାଜିଛି ବାଧକ

ପିପିଲି (ବଡ଼ ଖବର ବ୍ୟୁରୋ): ପୁଅର ଶବ ମୁକୁଳାଇବା ପାଇଁ ଅର୍ଥ ସାଜିଛି ବାଧକ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ପିପିଲି ଦାଣ୍ଡ ମୁକୁନ୍ଦପୁର ଗାଁରେ । ଏହି ଗାଁର କାଶୀନାଥ ବେହେରା ଏକ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଭାବେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସା ହେଉଥିବା ସମୟରେ ଗତ କାଲି ମୃତ୍ୟୁ ଘଟିଛି ।

ତେବେ ଏହି ଚିକିତ୍ସା ସମୟରେ ରୋଜଗାରିଆ ପୁଅକୁ ଭଲ କରିବା ଲାଗି ୩ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା ଖର୍ଚ୍ଚ ହୋଇଥିଲେ ମଧ୍ୟ ପୁଅକୁ ବଞ୍ଚାଇପାରିନଥିଲେ ପରିବାର ଲୋକେ । ସେପଟେ ବକେୟା ୫୦ ହଜାର ଟଙ୍କା ଦେଇନପାରିବାରୁ ପୁଅର ଶବକୁ ମୁକୁଳାଇ ପାରୁନାହାନ୍ତି ପରିବାର ଲୋକେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା