Masthead

ଗାଜୀପୁର ସୀମାରୁ ସିଧା ମହାପଞ୍ଚାୟତରେ ପହଁଞ୍ଚିଲେ ରାକେଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନ ବିରୁଦ୍ଧରେ ଆନ୍ଦୋଳନ ତେଜିବାରେ ଲାଗୁଛି । ଇତି ମଧ୍ୟରେ ଏହି ଆନ୍ଦୋଳନକୁ ତୀବ୍ର କରିବା ପାଇଁ ମୁରଜାଫରନଗରେ ମହାପଞ୍ଚାୟତ ଆରମ୍ଭ ହୋଇଛି । ହରିୟାଣା, ରାଜସ୍ଥାନ, ପଞ୍ଜାବ, ଉତ୍ତରାଖଣ୍ଡ ସମେତ ଦେଶର କୋଣ ଅନୁକୋଣରୁ କୃଷକମାନେ ଏହି ମହା ପଞ୍ଚୟତରେ ପହଁଞ୍ଚିଛନ୍ତି ।

ଅପରପକ୍ଷେ କୃଷକ ନେତା ରାକେଶ ଟିକାୟତ ସିଧାସଳଖ ଗାଜିପୁର ସୀମାରୁ ମହାପଞ୍ଚାୟତରେ ପହଁଞ୍ଚିଥିବାର ସୂଚନା ମିଳିଛି । ତାଙ୍କ ସହ ନରେଶ ଟିକାୟତ, ଚଢୁନି ଓ ଭାକିୟୁ ଜିଲ୍ଲା ସଭାପତି ତଥା କୃଷକ ନେତା ଯୋଗେନ୍ଦ୍ର ଯାଦବ ମଞ୍ଚରେ ଉପସ୍ଥିତ ଅଛନ୍ତି । ମଞ୍ଚରୁ ରାକେଶ ଟିକାୟତ ସିଧାସଳଖ କେନ୍ଦ୍ରକୁ ଟାର୍ଗେଟ କରି ବର୍ଷିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା