Masthead

ବନ୍ଦ ଘରେ ଦମ୍ପତିଙ୍କ ମୃତଦେହ

ପୋଲସରା (ବଡ଼ ଖବର ବ୍ୟୁରୋ): ବନ୍ଦ ଘରୁ ଦମ୍ପତିଙ୍କ ମୃତ ଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ସୋଡ଼କ ଗାଁର ଘଟଣା । ବନ୍ଦ କୋଠରୀରେ ସ୍ୱାମୀ ଓ ସ୍ତ୍ରୀ ଙ୍କ ମୃତ ଦେହ ମିଳିଛି। ସ୍ୱାମୀ ଝୁଲନ୍ତା ଅବସ୍ତାରେ ଓ ସ୍ତ୍ରୀ ଖଟରେ ପଡିଥିବା ଜଣାପଡିଛି। ସ୍ତ୍ରୀର ବେକରେ କଟା ଦାଗ ଥିବାରୁ ସ୍ୱାମୀ ମାରିଛନ୍ତି ବୋଲି ସନ୍ଦେହ ହେଉଛି ।

ଘଟଣା ସ୍ଥଳରେ ପୋଲସରା ପୋଲିସ ଓ ଏସଡିପିଓ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତକ ସେହି ଗ୍ରାମର ବିପିନ ଗୌଡ଼ ଓ ସ୍ତ୍ରୀ ଲିଲି ଗୌଡ଼ । ଉଭୟେ ନବ ବିବାହିତ। । ସେମାନେ ମେ ୨୪ତାରିଖରେ ବିବାହ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି