Masthead

ଆଫଗାନିସ୍ତାନରେ କାୟା ବିସ୍ତାର କରିବାକୁ ଚୀନ୍ ବ୍ୟାକୁଳ

କାବୁଲ( ବଡ଼ ଖବର ବ୍ୟୁରୋ ): ମଧ୍ୟ ଏସିଆ ଉପରେ ଡ୍ରାଗନ୍ ଆଖି । ଆଫଗାନିସ୍ତାନରେ କାୟା ବିସ୍ତାର କରିବାକୁ ଚୀନ୍ ବ୍ୟାକୁଳ । ଆଫଗାନିସ୍ତାନରୁ ଆମେରିକା ହଟିବା ପରେ ଚୀନ୍ ଆଖିପକାଇଛି । ବେଜିଂ ଦୀର୍ଘ ଦିନ ଧରି ମଧ୍ୟ ଏସିଆରେ ନିଜର ପ୍ରାଧାନ୍ୟ ବିସ୍ତାର କରିବାକୁ ଚେଷ୍ଟା କରୁଛି । ଚିନ୍ ସାଂଘାଇ କେନ୍ଦ୍ରୀୟ ସଂଗଠନ (ଏସସିଓ) ମାଧ୍ୟମରେ ଆଞ୍ଚଳିକ ସମୀକରଣ ଗଠନ କରୁଛି। ତେବେ ଆମେରିକାର ଉପସ୍ଥିତି ଯୋଗୁଁ ଚିନ୍ ଆଫଗାନିସ୍ତାନରେ ପାଦ ଦେଇପାରିନଥିଲା ।

ଆମେରିକା ସୈନ୍ୟ ପ୍ରତ୍ୟାହାର କରିବା ପରେ ଆଫଗାନିସ୍ତାନରେ ପ୍ରଭାବ ବିସ୍ତାର କରିବାୁ ଚୀନ୍ ଆବଶ୍ୟକଭିତ୍ତିଭୂମିର ମଜଭୁତ କରୁଛି । କାବୁଲର ପତନ ପରେ ତୁରନ୍ତ ତାଲିବାନ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ କରିବାକୁ ଇଚ୍ଛା ପ୍ରକାଶ କରିଛି ଚିନ୍ । ଚୀନ୍ର ସରକାରୀ ଖବରକାଗଜ ଗ୍ଲୋବାଲ ଟାଇମ୍ସର ରିପୋର୍ଟ ଅନୁଯାୟୀ ଚୀନ୍ ବୈଦେଶିକ ମନ୍ତ୍ରୀ ଇରାନର ବୈଦେଶିକ ମନ୍ତ୍ରୀ ହୁସେନ୍ ଆମୀର ଅବଦୋଲ୍ଲାହାନଙ୍କ ସହ ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼