Masthead

ମମତାଙ୍କ ବିପକ୍ଷରେ ପ୍ରାର୍ଥୀ ନଦେବାକୁ ଟିଏମସିର ପରାମର୍ଶ

କୋଲକାତା(ବଡ଼ ଖବର ବ୍ୟୁରୋ): ସାରା ଦେଶର ନଜର ବର୍ତ୍ତମାନ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ମଧ୍ୟରେ ପଶ୍ଚିମବଙ୍ଗ ଉପ-ନିର୍ବାଚନର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ନନ୍ଦିଗ୍ରାମରୁ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ହାରିବା ପରେ ମମତା ଏଥର ନିଜର ପାରମ୍ପରିକ ଆସନ ଭବାନୀପୁରରୁ ନିର୍ବାଚନ ଲଢିବେ ।

ଏ ପରିସ୍ଥିତିରେ ବିଜେପିକୁ ପରାମର୍ଶ ଦେଇଛି ଟିଏମସି । ତେବେ ଭବାନୀପୁର ସିଟରୁ ଏକ ତରଫା ବିଜୟ ହାସଲ କରିବାକୁ ଯାଉଥିବା ବେଳେ ବିଜେପି ସେଠାରେ ପ୍ରାର୍ଥୀ ଦେଇ ଅଯଥା ଟଙ୍କା ବରବାଦ ନକରିବା ପାଇଁ ଟିଏମସି ପରାମର୍ଶ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବାରବାଟୀରେ ବଡ଼ ଲଢ଼େଇ 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବାରବାଟୀରେ ବଡ଼ ଲଢ଼େଇ 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’