Masthead

ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ବାପାଙ୍କ ବିରୋଧରେ ଦାଏର ହେଲା ଏଫଆଇଆର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ଦେଶର ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ଛତିଶଗଡ । ତେବେ ଏଥର କୌଣସି ରାଜନୀତିକୁ ନେଇ ନୁହେଁ ବରଂ ମୁଖ୍ୟମନ୍ତ୍ରୀଙ୍କ ବାପାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ବ୍ରାହ୍ମଣଙ୍କୁ ବହିଷ୍କାର ମନ୍ତବ୍ୟକୁ ଦେଇ ଅଡୁଆରେ ଭୁପେଶ ବାଘେଲଙ୍କ ପିତା ନନ୍ଦ କୁମାର ବାଘେଲ । ଏନେଇ ଛତିଶଗଡ ପୁଲିସ ତାଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ପିତା ନିକଟରେ ଉତ୍ତରପ୍ରଦେଶରେ ଏହି ଟିପ୍ପଣୀ ଦେଇଥିବାର ସୂଚନା ମିଳିଛି । ଅପରପକ୍ଷରେ ଆଇନ ଉପରେ କେହି ନୁହଁନ୍ତି ବୋଲି କହିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ । ସର୍ବ ବ୍ରାହ୍ମଣ ସମାଜର ଅଭିଯୋଗ ପରେ ଡିଡି ନଗର ପୁଲିସ ନନ୍ଦ କୁମାର ବାଘେଲଙ୍କ ନାମରେ ମାମଲା ରୁଜୁ କରିଛି । ବାଘେଲଙ୍କ ବିରୋଧରେ ଦଫା ୧୫୩-ଏ ଏବଂ ୫୫୫(୧)(ବି) ଲାଗିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ