Masthead

ସେପ୍ଟେମ୍ବର ୨୭ରେ ଭାରତ ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୨୭ରେ ଭାରତ ବନ୍ଦ ଡାକରା ଦେଲା ଚାଷୀ ସଙ୍ଗଠନ । ଏହି ଦିନ ସାରା ଦେଶରେ ଟ୍ରେନ ଏବଂ ବସ ଚଳାଚଳ ବନ୍ଦ ରହିବ ବୋଲି ଚାଷୀ ନେତା କହିଛନ୍ତି । ତେବେ ଆଜି ଉତ୍ତରପ୍ରଦେଶ ମୁଜାଫରନଗରରେ ବିଭିନ୍ନ ଚାଷୀ ସଙ୍ଗଠନର ନେତା ଏକାଠି ହୋଇ ଚାଷୀ ମହାପଞ୍ଚାୟତ କରିଛନ୍ତି ।

ଏହି ବିଶାଳ ସମାବେଶରେ ଭାରତ କିଷାନ ୟୁନିୟନର ନେତା ରାକେଶ ଟିକାୟ, ନରେଶ ଟିକାୟତ, ୟୁନାଇଟେଡ କିଷାନ ମୋର୍ଚ୍ଚାର ନେତା ଯୋଗେନ୍ଦ୍ର ଯାଦବଙ୍କ ସମେତ ବହୁ ନେତା ଏକାଠି ହୋଇଥିଲେ । ଏହା ସହ କୃଷି ଆଇନ ବିରୋଧରେ ଆଗମୀ ଦିନରେ ୟୁପିର ସମସ୍ତ ଜିଲ୍ଲାରେ ବିଜେପି ବିରୋଧରେ ସଙ୍ଗଠନ ତିଆରି କରି ମଜବୁତ କରାଇବେ ବୋଲି ଚାଷୀ ନେତା କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି