Masthead

ଜି-୭ ଦେଶଠାରୁ ଅଧିକ ଟିକା ଦେଇଛି ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଗଷ୍ଟରେ ଜି-୭ ଦେଶଠାରୁ ଅଧିକ ଟିକା ଦେଇଛି ଭାରତ । ଅଗଷ୍ଟ ମାସରେ ଭାରତରେ ୧୮ କୋଟିରୁ ଅଧିକ କୋଭିଡ-୧୯ ଟିକା ଡୋଜ ଲୋକଙ୍କୁ ଦିଆଯାଇଛି । ଜି-୭ ଭାବେ ପରିଚିତ ବିଶ୍ୱର ୭ଟି ଶିଳ୍ପସମୃଦ୍ଧ ରାଷ୍ଟ୍ରଗୁଡିକ ଅଗଷ୍ଟ ମାସରେ ଯେତିକି ସଂଖ୍ୟକ ଟିକା ଦେଇଛନ୍ତି ତାହା ତୁଳନାରେ ଏହା ଅଧିକ ।

ଭାରତ ସରକାରଙ୍କ ପକ୍ଷରୁ ଏକ ଟ୍ୱିଟରେ ଏହି ସୂଚନା ଦିଆଯାଇଛି । ଜି-୭ ଦେଶର ସଦସ୍ୟମାନେ ହେଲେ ଯୁକ୍ତରାଷ୍ଟ୍ର ଆମେରିକା, କାନାଡା, ବ୍ରିଟେନ, ଇଟାଲୀ, ଜର୍ମାନୀ, ଫ୍ରାନ୍ସ ଏବଂ ଜାପାନ। ଏମାନଙ୍କ ମଧ୍ୟରୁ କାନାଡା ସର୍ବନିମ୍ନ ୩ ନିୟୁତ ଏବଂ ଜାପାନ ସର୍ବାଧିକ ୪୦ ନିୟୁତ ଡୋଜ ଟିକା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ଭାରତରେ ୬୮.୪୬ କୋଟି ଡୋଜରୁ ଅଧିକ ଟିକା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ