Masthead

ନକଲି ଟିକାକୁ ସତର୍କ କଲା କେନ୍ଦ୍ର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଜାରରେ ମିଳୁଛି ନକଲି କୋଭିଡ ଟିକା । ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି କେନ୍ଦ୍ର ସରକାର ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ରାଜ୍ୟକୁ ସତର୍କ କରାଇଲା କେନ୍ଦ୍ର । ଏହି ନକଲି ଟିକାକୁ କିପରି ଚିହ୍ନିବ ସେ ନେଇ ସୂଚନା ଦେଇଛନ୍ତି। କୋଭିସିଲଡ, କୋଭାକ୍ସିନ ଓ ସ୍ପୁଟନିକ-ଭି ଟିକା ନିର୍ମାତାମାନଙ୍କ ସହ ପରାମର୍ଶ କରି ସରକାର ଅସଲି ଟିକାର ରଙ୍ଗ, ଲେବଲ ଆଦି ପରିମାପକ ଗୁଡ଼ିକ ବିଷୟରେ ଅବଗତ କରାଇଛନ୍ତି।

ଦକ୍ଷିଣପୂର୍ବ ଏସିଆ ଓ ଆଫ୍ରିକାରେ ନକଲି କୋଭିସିଲଡ ଟିକା ବିକ୍ରି ହେଉଥିବାର ସୂଚନା ମିଳିଛି । ଭାରତରେ ମଧ୍ୟ ନକଲି ଟିକା ବିକ୍ରି ହେଉଥିବା ନେଇ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ କେନ୍ଦ୍ର ସରକାର ଏହା ଉପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବୀୟ ଗତ ମାସରେ କହିଥିଲେ ଯେ ଅଭିଯୋଗ ଉପରେ ତଦନ୍ତ ଚାଲିଛି ଏବଂ ସତ୍ୟ ପ୍ରମାଣିତ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼