Masthead

ଆଜିଠୁ OJEE

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ OJEE  ପରୀକ୍ଷା । ୪୦ ହଜାରରୁ ଅଧିକ ପିଲା ଦେବେ ପରୀକ୍ଷା । ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ଟି ସିଫ୍ଟରେ ହେବ ପରୀକ୍ଷା । ପ୍ରଥମ ଦିନରେ ବି. ଫାର୍ମା ପରୀକ୍ଷା ।

ସକାଳ ୯ ରୁ ୧୧ଟା , ୧୨.୩୦ ରୁ ୨.୩୦ ଓ ଅପରାହ୍ନ ୪ ରୁ ୬ଟା ପ୍ରତି ସିଫ୍ଟର ୧ ଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା