Masthead

୬ ଘଣ୍ଟିଆ ବୌଦ୍ଧ ବନ୍ଦ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ୧୦ ଦଫା ଦାବି ନେଇ ସକାଳ ୬ ଘଣ୍ଟାରୁ ୧୨ ଟା ପର୍ୟ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ସଭାପତି ନବ କୁମାର ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସର ବରିଷ୍ଠ ନେତା ନାରାୟଣ ପରିଜା, ସୁଧୀର କୁମାର କର୍ଣ ଓ ମହିଳା କଂଗ୍ରେସ ସଭାନେତ୍ରୀ ସବିତା ମହାକୁଡ଼ ପ୍ରମୁଖ ସାମିଲ ଅଛନ୍ତି।

ବନ୍ଦ ପ୍ରଭାବରେ ବେସରକାରୀ ଓ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ବୌଦ୍ଧ ଜିଲ୍ଲା ୧୯୯୪ ମସିହାରୁ ନୂତନ ଜିଲ୍ଲା ଭାବେ ମାନ୍ୟତା ପାଇଥିଲେ ସୁଦ୍ଧା ଜିଲ୍ଲାବାସୀଙ୍କ ମୁଖ୍ୟ ଦାବି ଜିଲ୍ଲାକୁ ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଅପସାରଣ କରାଯାଇ ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଆୟୁକ୍ତରେ ସାମିଲ କରିବା ପାଇଁ କଂଗ୍ରେସ ଦାବି କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା