Masthead

ତାଲିବାନ କବଜାରେ ପଞ୍ଜଶିର

(ବଡ଼ ଖବର ବ୍ୟୁରୋ): ପଞ୍ଜଶିର ଦଖଲ କଲା ତାଲିବାନ । ଗଭର୍ଣ୍ଣର କାର୍ଯ୍ୟାଳୟରେ ତାଲିବାନ ପତାକା ଉଡ଼ାଯାଇଛି । ତାଲିବନା ଓ ବିଦ୍ରୋହୀ ସେନା ମଧ୍ୟରେ ଭୟଙ୍କର ଲଢେଇରେ କମାଣ୍ଡରଙ୍କ ମୃତ୍ୟୁ ।

କମାଣ୍ଡର ସାଲେହ ଅହମ୍ମଦ ମୃତ । ବିଦ୍ରୋହ ସେନା ପଞ୍ଜଶିର ଛାଡୁଥିବା ଦେଖିବାକୁ ମିଳିଛି । ପଞ୍ଜଶୀର ଦଖଲ କରିବା ପରେ ସମ୍ପୂର୍ଣ୍ଣ ଆଫଗାନିସ୍ତାନ ତାଲିବାନ କବଜାକୁ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ